NEWS

ପୋଲସରା ବ୍ଲକ୍ ଅନ୍ତର୍ଗତ ମହୁଲପଲ୍ଲୀ ଗ୍ରାମର ନିରଞ୍ଜନ ଗୌଡ (ବୟସ -୩୦) ଆକସ୍ମିକ ମୃତ୍ୟୁ ବରଣ କରିଛନ୍ତି।ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ତା – ୧୭/୦୭/୨୦୨୩