ଆଶ୍ରମ ବିଦ୍ୟାଳୟରେ ଅଭିଭାବକ ଆମର ଅଂଶୀଦାର ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଜି ଦଶପଲ୍ଲା ବ୍ଲକ ବାଣୀଗୋଛା ଥାନା ଅନ୍ତର୍ଗତ ଦୁର୍ଗାପ୍ରସାଦ ଆଶ୍ରମ ବିଦ୍ୟାଳୟରେ ଅଭିଭାବକ ଆମର ଅଂଶୀଦାର ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅକ୍ଷୟ କୁମାର୍ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବ୍ଲକ ଶିକ୍ଷା ଅଧିକାରୀ ଭକ୍ତି ବିନୋଦ ଶାଲା ଯୋଗ ଦେଇଥବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶିଶିର କୁମାର ସାହୁ ସି ଆର୍ ସି ସି ଲକ୍ଷ୍ମୀଧର ସାହୁ, ସମନ୍ଵିତ ଶିଶୁ ବିକାଶ ସୁପର ଭାଇଜର ସୌଦାମିନୀ ସାହୁ ପ୍ରମୁଖ ଯୋଗଦେଇଥିଲେ l

ଦଶପଲ୍ଲାରୁ ପ୍ରିୟବ୍ରତ ଆଚାର୍ଯ୍ୟଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *