ପ୍ରଫେଟ ମହମ୍ମଦଙ୍କ ପବିତ୍ର ଜୟନ୍ତୀ ଉତ୍ସବ

ପ୍ରଫେଟ ମହମ୍ମଦଙ୍କ ପବିତ୍ର ଜୟନ୍ତୀ ଉତ୍ସବକୁ ଶାନ୍ତି ଶୃଙ୍ଖଲାର ସହିତ କିପରି ପାଳନ କରାଯିବ ସେଥିପାଇଁ ଜିଲ୍ଲା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି l ଏଥିପାଇଁ ଆଜି ଠାରୁ ଭଦ୍ରକ ସହରରେ ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ ଆରମ୍ଭ ହୋଇଛି l
