ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

ଭଦ୍ରକ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସାମାଜିକ ସୁରକ୍ଷା ଯୋଜନା ବିଭାଗ ପକ୍ଷରୁ ଭଦ୍ରକ ସହିଦ ସ୍କୃତିଭବନ ପରିସର ରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ପାଳିତ କରାଯାଇଛି ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପବିତ୍ର କୁମାର ଦାସ ଙ୍କ ଅଧକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସୁବାଷ ଚନ୍ଦ୍ର ନାୟକ, ଅତିଥିଙ୍କୁ ମଞ୍ଚ ଆମନ୍ତ୍ରଣ କରିଥିଲେ ଭଦ୍ରକ ସାଂସଦ ମଞୁଲତା ମଣ୍ଡଳ ,ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ, ଜିଲ୍ଲାପାଳ ସିଦ୍ଧେଶ୍ଵର ବଳିରାମ ବୋନ୍ଧର, ଜିଲ୍ଲା ବରିଷ୍ଠ ନାଗରିକ ମହାସଂଘ ର ସଭାପତି ଲଲାଟେନ୍ଦୁ ମହାନ୍ତି, ସଂପାଦକ କୈଳାସ ଚନ୍ଦ୍ର ମହାପାତ୍ର, ପ୍ରମୁଖ ଯୋଗ ଦେଇଥିଲେ, ୩୦୦ ଶହ ରୁ ଅଧିକ ବରିଷ୍ଠ ନାଗରିକ ଉପସ୍ଥିତ ଥିଲେ ,୮୦ ରୁ ଉର୍ଦ୍ଧ ୧୬ ଜଣ ଙ୍କୁ ନାଗରିକ ଙ୍କୁ ସମ୍ମାନିତ କରାଯାଇଥିଲା
Punil Kumar Samanta reporter