କାକଟପୁର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

କାକଟପୁର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ।କାକଟପୁର ୨୦/୧୧ : କାକଟପୁର ବ୍ଲକ ଶିକ୍ଷା ବିଭାଗ ଅନ୍ତର୍ଗତ ବାଲିଦୋକାନସ୍ଥିତ ବଟେଶ୍ବର ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ୩୩ତମ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ବିଜ୍ଞାନ ମେଳାରେ ପ୍ରାଥମିକ ବିଦ୍ୟାଳୟର ୪୯ଟି ପ୍ରକଳ୍ପ, ଉଚ୍ଚ ପ୍ରାଥମିକର ୪୧ଟି ଓ ଉଚ୍ଚ ବିଦ୍ୟାଳୟର ୫୭ଟି ପ୍ରକଳ୍ପ ସମେତ ମୋଟ ୧୪୭ଟି ପ୍ରକଳ୍ପ ସ୍ଥାନ ପାଇଥିଲା। ଏଥି ମଧ୍ୟରୁ ୫ଟି ପ୍ରକଳ୍ପକୁ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ପାଇଁ ମନୋନୀତ କରାଯାଇଛି।
ରିପୋର୍ଟ୍ ଜ୍ଞାନ ରଞ୍ଜନ ବିଶ୍ଵାଳ reporter