ବିଜୁ ଜନତା ଦଳରେ ସାମିଲ

ବିଜୁ ଜନତା ଦଳ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ସୁଶାସନ, ନୀତି ଆଦର୍ଶ ଓ ଜନକଲ୍ୟାଣକାରୀ ଯୋଜନାରେ ଅନୁପ୍ରାଣିତ ହୋଇ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମାଙ୍କ ଉପସ୍ଥିତ

ରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ କୃଷ୍ଣପ୍ରସାଦ ବ୍ଳକ ଅରଖକୁଦା ପଞ୍ଚାୟତ ଅରଖକୁଦା ଭାଗବତ ସାହିର ଦୁର୍ଗାଚରଣ ବେହେରା, ସୁନାବାବୁ ବେହେରା ଓ ବାବୁଲା ବେହେରା ଏବଂ ବ୍ରଜ ବେହେରା ଆଜି ଭାରତୀୟ ଜନତା ପାର୍ଟି ପରିତ୍ୟାଗ କରି ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି।

Leave a Reply

Your email address will not be published. Required fields are marked *