ବିଜୁ ଜନତା ଦଳ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ସୁଶାସନ, ନୀତି ଆଦର୍ଶ ଓ ଜନକଲ୍ୟାଣକାରୀ ଯୋଜନାରେ ଅନୁପ୍ରାଣିତ ହୋଇ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମାଙ୍କ ନେତୃତ୍ୱରେ ଆସ୍ଥା ପ୍ରକଟ କରି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ କୃଷ୍ଣପ୍ରସାଦ ବ୍ଳକ ଗୋପିନାଥପୁର ଓ ଅରଖକୁଦା ପଞ୍ଚାୟତ ହରଚଣ୍ଡୀ ସାହି ଗ୍ରାମରୁ 25 ରୁ ଉର୍ଦ୍ଧ ପରିବାର ଭାରତୀୟ ଜନତା ପାର୍ଟି ପରିତ୍ୟାଗ କରି ଆଜି

ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବରେ ଗୋପିନାଥ ପୁର ପଞ୍ଚାୟତ ସଭାପତି ଲକ୍ଷ୍ମୀଧର ଚମ୍ପତି, ଅରଖକୁଦା ପଞ୍ଚାୟତ ପୂର୍ବତନ ସମିତି ସଭ୍ୟ ସୁର ଜେନା ଓ ଯୁବ ନେତା ସୁକାନ୍ତ ପ୍ରଧାନ ଏବଂ ଅରଖକୁଦା ପଞ୍ଚାୟତ ମହିଳା ନେତ୍ରୀ କଳ୍ପନା ବେହେରା ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *