ବିଜେଡିର ସ୍ୱାଗତ ସମ୍ବର୍ଦ୍ଧନା ସଭା

ବ୍ରହ୍ମପୁର ଗଞ୍ଜାମ ଜିଲ୍ଲା ବିଜେଡି କାର୍ଯ୍ୟାଳୟଠାରେ ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳର ସଭାପତି ଡ଼.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜୁ ଛାତ୍ର ଜନତା ଦଳର ନୂତନ ଭାବେ ମନୋନୀତ ବ୍ରହ୍ମପୁର ମୁନିସିପାଲଟି ଓ ଗଞ୍ଜାମ ଜିଲ୍ଲାର ବିଜୁ ଛାତ୍ରମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ,ବିଧାୟକ ବ୍ରହ୍ମପୁର, ବିଧାୟିକା ଖଲ୍ଲିକୋଟ ,ବିଧାୟିକା କବିସୂର୍ଯ୍ୟ ନଗର ଏବଂ ପୂର୍ବତନ ବାଚସ୍ପତି ଯୋଗ ଦେଇଛନ୍ତି। ଗଞ୍ଜାମ ଜିଲ୍ଲାର ବହୁ ମାନ୍ୟଗଣ୍ୟ ଓ ବିଜୁ ଛାତ୍ର ଜନତା ଦଳର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *