ବିଜୁ ଜନତା ଦଳର ମିଶ୍ରଣ ପର୍ବ

ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ପଞ୍ଚମୁଖୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ନିମିନା ଗ୍ରାମ ପଞ୍ଚାୟତ ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।ବରଗାଁ ଗ୍ରାମର ନିରଞ୍ଜନ ଗୌଡ଼ଙ୍କ ନେତୃତ୍ୱରେ ୭୦ ବିଜେପି ପରିବାର ବିଜେପି ଦଳ ତ୍ୟାଗକରି ବିଜୁ ଜନତା ଦଳରେ ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି।

ରିପୋର୍ଟ- ପୋଲସରରୁ ସୀମାଞ୍ଚଳ ବାଡ଼ତ୍ୟା।

Leave a Reply

Your email address will not be published. Required fields are marked *