ବିପଦଜନକ ପରିସ୍ଥିତିରେ ନଦୀ ପାର ହେଉଛନ୍ତି ଛାତ୍ରଛାତ୍ରୀ

  ଭଦ୍ରକ,୧୧/୧୦:- ଅବଧି ଶେଷର ୪ବର୍ଷ ପରେ ମଧ୍ୟ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଆଗରପଡ଼ା ସ୍ଥିତ ଟିକିରା-ଶ୍ରୀରାମପୁର ଗ୍ରାମକୁ ସଂଯୋଗୀକରଣ ନିମନ୍ତେ ସାଳନ୍ଦୀ ନଦୀ ଉପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମାଣ ହେଉଥିବା ବିଜୁ ସେତୁ କାର୍ଯ୍ୟ ସଂପୂର୍ଣ୍ଣ ହୋଇ ପାରିଲା ନାହିଁ । ବର୍ତ୍ତମାନ ବିପଦ ସଙ୍ଗୁଳ ପରିସ୍ଥିତିରେ ଛାତ୍ରଛାତ୍ରୀ ନଦୀ ପାର ହେଉଥିବା ଦେଖିବାକୁ ମିଳୁଛି । ଏଥିପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି । 

ରିପୋର୍ଟ :-ପୁନିଲ କୁମାର ସାମନ୍ତ।

Leave a Reply

Your email address will not be published. Required fields are marked *