ଉତ୍କଳ ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଉତ୍କଳ ଦିବସ ପାଳନ ଅବସରରେ ଅନ୍ନପୂର୍ଣ୍ଣା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ। ପୁରୀ ଜିଲ୍ଲାର ବରିଷ୍ଠ ପୋଲିସ ଅଧିକାରୀ କିଶୋର ଚନ୍ଦ୍ର ମଣ୍ଡୁ, ପୁରୀ ଜିଲ୍ଲା ହାବିଲଦାର କନେଷ୍ଟବଳ ସଂଘର ସଭାପତି ପ୍ରକାଶ କୁମାର ଆଚାର୍ଯ୍ୟ,ଙ୍କ ନେତୃତ୍ଵ ରେ ଓ ପ୍ରତାପ ଚନ୍ଦ୍ର ଦାସ,ରଞ୍ଜନ ଦଳାଇ ଓ ଅଞ୍ଚଳ ର ବରିଷ୍ଠ ବ୍ୟକ୍ତି ମାନଙ୍କ ସହଯୋଗରେ ଅନୁଷ୍ଠିତ ହୋଇଥିଲା।