ମଝି ସମୁଦ୍ରରେ ବୁଡ଼ିଲା ଯାତ୍ରୀବାହୀ ଜାହାଜ

ଏଥେନ୍ସ,୧୦।୪ : ଗ୍ରୀସ ଏବଂ ମାଲ୍ଟା ମଧ୍ୟରେ ମଝି ସମୁଦ୍ରରେ ଏକ ଜାହାଜ ବୁଡ଼ି ଯାଇଛି। ଏହି ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୦ରୁ ଅଧିକ ଯାତ୍ରୀ ନିଖୋଜ ଅଛନ୍ତି। ଜାହାଜରେ ୪୦୦ରୁ ଅଧିକ ଯାତ୍ରୀ ଥିଲେ। ଡଙ୍ଗାଟି ଲିବିଆର ଟୋବ୍ରୁକରୁ ଯାତ୍ରା ଆରମ୍ଭ କରିଥିଲା ।

Leave a Reply

Your email address will not be published. Required fields are marked *