ଜଟଣୀ କନ୍ତିଆ ଠାରେ ବିଜେଡିର ପଦଯାତ୍ରା ଓ କର୍ମୀ ସମ୍ମିଳନୀ

ଜଟଣୀ ବ୍ଲକ ଅନ୍ତର୍ଗତ କନ୍ତିଆ ଗ୍ରାମ ମେଳଣ ପଡିଆ ଠାରେ ବିଜେଡିର ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଏହି ସମ୍ମିଳନୀରେ ରାଜ୍ୟ ଶ୍ରମିକ କଲ୍ୟାଣ ବୋର୍ଡ ଅଧକ୍ଷା ଶ୍ରିମୟୀ ମିଶ୍ର , ଖୋର୍ଦ୍ଧା ଜିଲ୍ଲା ବିଜେଡ଼ି ସଭାପତି ତଥା ଜଟଣୀର ପୂର୍ବତନ ବିଧାୟକ ବିଭୁତି ଭୂଷଣ ବଳବନ୍ତରାୟ,ଖୋର୍ଦ୍ଧା ଜିଲ୍ଲା ଜିଲ୍ଲାପରିଷଦ ଅଧ୍ୟକ୍ଷା ରୂପଶ୍ରୀ ରାଣୀ ଗୁମାନସିଂ ଓ ଅନେକ ବିଜେଡି ଛାମୁଆ ନେତା,କର୍ମୀ ଓ ଶତାଧିକ ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ମାନେ ଉପସ୍ଥିତ ଥିଲେ ।

ଜଟଣୀ ସାହାବୁଦ୍ଦିନ ଖାଁ reporter

Leave a Reply

Your email address will not be published. Required fields are marked *