ଜାତୀୟ

ବଢ଼ିଲା କରୋନା ସଂକ୍ରମଣ: ପ୍ରଧାନମନ୍ତ୍ରୀ ଡକାଇଲେ ଉଚ୍ଚସ୍ତରୀୟ ବୈଠକ

ନୂଆଦିଲ୍ଲୀ,୨୨।୩ : ଦେଶରେ ବଢୁଥିବା କରୋନା ମାମଲା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତୀୟ ବୈଠକ…

ଏପ୍ରିଲ ୫ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ଗଲେ ମନୀଷ ସିସୋଦିଆ

ନୂଆଦିଲ୍ଲୀ:ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ କୋର୍ଟ ଏପ୍ରିଲ ୫ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ…

ଭବିଷ୍ୟତର ଯୁଦ୍ଧ ମହାକାଶରେ ଲଢ଼ାଯିବ, ଭାରତକୁ ପ୍ରସ୍ତୁତ ରହିବାକୁ ହେବ: ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୧।୩ : ଏୟାର ଚିଫ ମାର୍ଶଲ ଭି.ଆର ଚୌଧୁରୀ କହିଛନ୍ତି ଯେ ମହାକାଶରେ ଯୁଦ୍ଧ ପାଇଁ ଅସ୍ତ୍ରଶସ୍ତ୍ର ବିକଶିତ କରିବା…

ପୋଷ୍ଟପେଡ୍ ବ୍ୟବହାରକାରୀଙ୍କ ପାଇଁ ଏୟାରଟେଲ୍ ଏକ ନୂତନ ଯୋଜନା ଆରମ୍ଭ କରିଛି |

ଭାରତ ଏୟାରଟେଲ ସୋମବାର ଭାରତରେ ଏହାର ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ଏକ ନୂତନ ‘ପରିବାର ଯୋଜନା’ ପ୍ରବର୍ତ୍ତନ କରିଛି। ଏହି ଯୋଜନାଗୁଡ଼ିକର…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ମହଙ୍ଗା ଭତ୍ତାରେ ହେଲା ବୃଦ୍ଧି, ମାର୍ଚ୍ଚରେ ମିଳିବ ୯୦,୦୦୦ ଟଙ୍କା

୪ ପ୍ରତିଶତ ବୃଦ୍ଧି ସହିତ ମହଙ୍ଗା ଭତ୍ତା ୪୨ ପ୍ରତିଶତକୁ ପହଞ୍ଚିବ । ଯାହା ଜାନୁଆରୀ ୨୦୨୩ରୁ ଲାଗୁ ହେବ…

ଅଚଳନ୍ତି ନୋଟକୁ ସ୍ବୀକୃତି ଦେବା ଦାବିର ଶୁଣାଣି ପାଇଁ ମନା କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୧।୩ : ବିମୁଦ୍ରୀକରଣରେ ଅଚଳ ହୋଇଥିବା ୫୦୦ ଏବଂ ୧୦୦୦ ଟଙ୍କିଆ ନୋଟ ଗ୍ରହଣ କରିବାକୁ ଚାହୁଁଥିବା ପୃଥକ ଆବେଦନ…

ଆଜିଠୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଜାପାନ ପ୍ରଧାନମନ୍ତ୍ରୀ, ଦ୍ୱିପାକ୍ଷିକ ପ୍ରସଙ୍ଗ ନେଇ କରିବେ ଆଲୋଚନା

ନୂଆଦିଲ୍ଲୀ : ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଆସନ୍ତା ସୋମବାରଠୁ ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ତାଙ୍କର ଏହି…