ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଶୋକପ୍ରକାଶ କଲେ ସଞ୍ଜୟ ଦାସବର୍ମା

ପୂର୍ବତନ ବାଚସ୍ପତି ଓ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତରେ ମୁଁ ଗଭୀର ଶୋକ ପ୍ରକାଶ କରୁଛି।
ଲୋକଙ୍କ ପ୍ରଗତି ଓ ଉନ୍ନତି କ୍ଷେତ୍ରରେ କରିଯାଇଥିବା କାର୍ଯ୍ୟ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବେ। ତାଙ୍କର ବିୟୋଗ ବିଜୁ ଜନତା ଦଳ ପାଇଁ ଅପୂରଣୀୟ କ୍ଷତି।
ଅମର ଆତ୍ମାର ସଦଗତି କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି।
ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା
ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ (ମୁଖ୍ୟାଳୟ)