ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ଦେହାନ୍ତରେ ଶ୍ରଦ୍ଧାଞ୍ଜଳି

ପୁରୀ ଜିଲ୍ଲା ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକଙ୍କ ପ୍ରଗତି ଓ ଉନ୍ନତି କ୍ଷେତ୍ରରେ କରିଯାଇଥିବା କାର୍ଯ୍ୟ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବେ।
ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି।
ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା
ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ (ମୁଖ୍ୟାଳୟ)