ଗଂଜାମ, ଗୋପାଳପୁର ସମନ୍ନିତଯୁବ ବିକାଶ କାର୍ଯ୍ୟକ୍ରମ-୨୦୨୩ ପାଳନ

ଗଂଜାମ, ଗୋପାଳପୁର ସମନ୍ନିତଯୁବ ବିକାଶ କାର୍ଯ୍ୟକ୍ରମ-୨୦୨୩ ପାଳନ ଅବସରରେ “ନୂଆଁ ଓ ଯୁବ ଓଡ଼ିଶା,ନବୀନ ଓଡ଼ିଶା” ତରଫରୁ ପର୍ଯ୍ୟାୟ କ୍ରମେ ଆୟୋଜିତ ଆନ୍ତଃ ମହାବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତା, ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ପାଳନ ଅବସରରେ ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଡୁରା ଗ୍ରାମର ରାମନାରାୟଣ ଉଚ୍ଚ ଶିକ୍ଷା ବିଦ୍ୟାଳୟ, ଆମ୍ବପୂଆ ସ୍ଥିତ ବ୍ରହ୍ମପୁର ସିଟି ମହାବିଦ୍ୟାଳୟ ଏବଂ ବ୍ରହ୍ମପୁରରେ ମହାମାୟୀ ମହିଳା ଉଚ୍ଚ ଶିକ୍ଷା ବିଦ୍ୟାଳୟରେ ଆୟୋଜିତ ହୋଇଥିବା ସ୍ୱତନ୍ତ୍ର ଉଦଯାପନୀ କାର୍ଯ୍ୟକ୍ରମରେ ମାନ୍ୟବର ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ବିକ୍ରମ କୁମାର ପଣ୍ଡା, ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଅଧ୍ୟକ୍ଷା, ଅଧ୍ୟକ୍ଷ, ଛାତ୍ର ଛାତ୍ରୀ, କ୍ରୀଡାବିତ, ଶିକ୍ଷାବିତ୍, ସ୍ଥାନୀୟ ଜନପ୍ରତିନିଧି ତଥା ସର୍ବବର୍ଗିୟ ବିଜେଡି ନେତୃବୃନ୍ଦଙ୍କ ଉପସ୍ଥିତିରେ ଯୋଗଦେଇ, ବିଜୟୀ ପ୍ରତିଯୋଗୀ ତଥା ଦଳକୁ ମାନପତ୍ର ଦେଇ ପୁରସ୍କୃତ କରି, ସମସ୍ତ କ୍ରୀଡା ପ୍ରତିଯୋଗୀ ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ଗୁଡିକରେ ଅଂଶ ଗ୍ରହଣ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ବାରା ନୂତନ ଭାବେ ପ୍ରଣୋଦିତ ଯୁବ ଓ ଛାତ୍ର ସମାଜର ସର୍ବ

କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ “ନୂଆଁ ଓ ଯୁବ ଓଡ଼ିଶା.. ନବୀନ ଓଡ଼ିଶା” କାର୍ଯ୍ୟକ୍ରମ ଏବଂ ଭୂମିକା ବିଷୟରେ ଅବଗତ କରାଇବା ସହ ସେମାନଙ୍କ ଉଜ୍ବଳ ଭବିଷ୍ୟତର କାମନା କରିଥିଲେ…।* ଯୁବ ବିକାଶ କାର୍ଯ୍ୟକ୍ରମ-୨୦୨୩ ପାଳନ ଅବସରରେ “ନୂଆଁ ଓ ଯୁବ ଓଡ଼ିଶା,ନବୀନ ଓଡ଼ିଶା” ତରଫରୁ ପର୍ଯ୍ୟାୟ କ୍ରମେ ଆୟୋଜିତ ଆନ୍ତଃ ମହାବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତା, ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ପାଳନ ଅବସରରେ ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଡୁରା ଗ୍ରାମର ରାମନାରାୟଣ ଉଚ୍ଚ ଶିକ୍ଷା ବିଦ୍ୟାଳୟ, ଆମ୍ବପୂଆ ସ୍ଥିତ ବ୍ରହ୍ମପୁର ସିଟି ମହାବିଦ୍ୟାଳୟ ଏବଂ ବ୍ରହ୍ମପୁରରେ ମହାମାୟୀ ମହିଳା ଉଚ୍ଚ ଶିକ୍ଷା ବିଦ୍ୟାଳୟରେ ଆୟୋଜିତ ହୋଇଥିବା ସ୍ୱତନ୍ତ୍ର ଉଦଯାପନୀ କାର୍ଯ୍ୟକ୍ରମରେ ମାନ୍ୟବର ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ବିକ୍ରମ କୁମାର ପଣ୍ଡା, ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଅଧ୍ୟକ୍ଷା, ଅଧ୍ୟକ୍ଷ, ଛାତ୍ର ଛାତ୍ରୀ, କ୍ରୀଡାବିତ, ଶିକ୍ଷାବିତ୍, ସ୍ଥାନୀୟ ଜନପ୍ରତିନିଧି ତଥା ସର୍ବବର୍ଗିୟ ବିଜେଡି ନେତୃବୃନ୍ଦଙ୍କ ଉପସ୍ଥିତିରେ ଯୋଗଦେଇ, ବିଜୟୀ ପ୍ରତିଯୋଗୀ ତଥା ଦଳକୁ ମାନପତ୍ର ଦେଇ ପୁରସ୍କୃତ କରି, ସମସ୍ତ କ୍ରୀଡା ପ୍ରତିଯୋଗୀ ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ଗୁଡିକରେ ଅଂଶ ଗ୍ରହଣ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ବାରା ନୂତନ ଭାବେ ପ୍ରଣୋଦିତ ଯୁବ ଓ ଛାତ୍ର ସମାଜର ସର୍ବ କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ “ନୂଆଁ ଓ ଯୁବ ଓଡ଼ିଶା.. ନବୀନ ଓଡ଼ିଶା” କାର୍ଯ୍ୟକ୍ରମ ଏବଂ ଭୂମିକା ବିଷୟରେ ଅବଗତ କରାଇବା ସହ ସେମାନଙ୍କ ଉଜ୍ବଳ ଭବିଷ୍ୟତର କାମନା କରିଥିଲେ…।*Ganjam district reports krushna Chandra samantaray

Leave a Reply

Your email address will not be published. Required fields are marked *