ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ଦେହାନ୍ତ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଝିଅ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ଦେହାନ୍ତରେ ମୁଁ ଗଭୀର ଶୋକ ପ୍ରକାଶ କରୁଛି।

ଅମର ଆତ୍ମାର ସଦଗତି କାମନା କରୁଛି।

ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା
ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ (ମୁଖ୍ୟାଳୟ)

Leave a Reply

Your email address will not be published. Required fields are marked *