ସୁଲେଖିକା ଗୀତା ମେହେଟ୍ଟା ଇହଲୀଳା ସମ୍ବରଣରେ ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ଫୋରମ୍ ଓଡ଼ିଶା ତରଫରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ

ପ୍ରବାଦ ପୁରୁଷ ବିଜୁବାବୁଙ୍କର ସୁକନ୍ୟା, ଓଡ଼ିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଭଉଣୀ ସୁଲେଖିକା ଗୀତା ମେହେଟ୍ଟା ଗତକାଲି ଇହଲୀଳା ସମ୍ବରଣ କରିଥିଲେ। ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରି ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ଫୋରମ୍ ଓଡ଼ିଶା ତରଫରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରୁଛି।
ହରିହର ସାହୁ
ସଭାପତି
ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ଫୋରମ୍ ଓଡ଼ିଶା