ମୁଁ ବିଜୁ ଜନତା ଦଳର ସଭାପତି

ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀୟୁକ୍ତ ନବୀନ ପଟ୍ଟନାୟକ ମତେ ଯେତେବେଳେ ଯେଉଁ ଦାୟିତ୍ଵ ଦେଇଛନ୍ତି, ମୁଁ ତାକୁ ନିଷ୍ଠା ଓ ଆନ୍ତରିକତା ସହ ନିର୍ବାହ କରିଛି। ଏବେ ଯେଉଁ ଦାୟିତ୍ଵ ମିଳିଛି, ତାକୁ ପୂର୍ବ ଭଳି ମୋର ସାଧ୍ୟମତେ ନିର୍ବାହ କରିବି। ମୋ ଉପରେ ଭରସା, ବିଶ୍ବାସ ଓ ଆସ୍ଥା ପ୍ରକଟ କରିଥିବାରୁ ମୁଁ ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଉଛି।ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମାବିଜୁ ଜନତା ଦଳ ସାଧାରଣ ସମ୍ପାଦକ (ମୁଖ୍ୟାଳୟ), ଓଡ଼ିଶା