ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ
ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ବି.ବ୍ରହ୍ମପୁର ଗ୍ରାମର ସନ୍ତୋଷ କୁମାର ଗୌଡ (ବୟସ – ୩୦) ଆକସ୍ମିକ ମୃତ୍ୟୁ ବରଣ କରିଛନ୍ତି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।