ବିଜୁ ଜନତା ଦଳ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସୁଶାସନ, ନୀତି ଆଦର୍ଶ ଓ ଜନକଲ୍ୟାଣକାରୀ ଯୋଜନାରେ ଅନୁପ୍ରାଣିତ ହୋଇ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ମୁଖ୍ୟାଳୟ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମାଙ୍କ ନେତୃତ୍ୱରେ ଆସ୍ଥା ପ୍ରକଟ କରି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ କୃଷ୍ଣପ୍ରସାଦ ଗୋପିନାଥପୁର ପଞ୍ଚାୟତ ଅରଖକୁଦା ହରଚଣ୍ଡୀ ସାହି ଗ୍ରାମର 4 ପରିବାର ଏବଂ ଅରଖକୁଦା ପଞ୍ଚାୟତ ହରଚଣ୍ଡୀ ସାହି ଗ୍ରାମର 4 ଗୋଟି ପରିବାର ଆଜି ଭାରତୀୟ ଜନତା ପାର୍ଟି ପରିତ୍ୟାଗ କରି ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି।

Leave a Reply

Your email address will not be published. Required fields are marked *