NEWS

ବିଜୁ ଜନତା ଦଳ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ସୁଶାସନ, ନୀତି ଆଦର୍ଶ ଓ ଜନକଲ୍ୟାଣକାରୀ ଯୋଜନାରେ ଅନୁପ୍ରାଣିତ ହୋଇ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମାଙ୍କ ନେତୃତ୍ୱରେ ଆସ୍ଥା ପ୍ରକଟ କରି ବ୍ରହ୍ମଗିରି ବ୍ଲକ ଆମ୍ବପଡ଼ା ପଞ୍ଚାୟତ ବରଝଙ୍ଗା ଗ୍ରାମର ସନାତନ ପ୍ରଧାନଙ୍କ ପରିବାର ଭାରତୀୟ ଜନତା ପାର୍ଟି ପରିତ୍ୟାଗ କରି ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି।