ପୋଲସରା ବ୍ଲକ୍ ଅନ୍ତର୍ଗତ ମାଳତେନ୍ତୁଳିଆ ଗ୍ରାମର ବାବୁ ସାହୁ (ବୟସ -୩୨) ଆକସ୍ମିକ ମୃତ୍ୟୁ ବରଣ କରିଛନ୍ତି।ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ତା – ୧୭/୦୭/୨୦୨୩

Leave a Reply

Your email address will not be published. Required fields are marked *