ପୁରୀ ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ

ପୁରୀ ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶନାରେ କୋଣାର୍କ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀଣୀ ଶ୍ରୀମତୀ ମମତା କୁମାରୀ ଦାଶଙ୍କ ନେତୃତ୍ୱରେ ଏକ ଟିମ ଦେବରାଜ ସେଠୀ,ବୟସ -41 ବର୍ଷଙ୍କୁ ଗୋପ ଥାନା ଅଧୀନ ଗଣେଶ୍ୱରପୁରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ନିକଟରୁ ତାଙ୍କ HONDA Unicorn Registration No-OD 13H 6510 ସହ ଗିରଫ କରି ତାଙ୍କ ନିକଟରୁ 160 ଗ୍ରାମ ବ୍ରାଉନ ସୁଗାର (ହେରୋଇନ ) ଜବତ କରି କୋଣାର୍କ ଅବକାରୀ ଥାନା କେସ ନଂ-81/23-24ରେ କୋର୍ଟ ଚାଲାଣ କରି ଜାମିନ ନାମଞ୍ଜୁର ହେବାରୁ ନିମାପଡା ଉପ-କlରାଗIରକୁ ପଠାଯାଇଛି । ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ 16,00000 (ଷୋଳ ଲକ୍ଷ)ଟଙ୍କାରୁ ଉର୍ଦ୍ଧ ହେବ.ଏହି ଚଢ଼ାଉରେ ଅବକାରୀ ASI ଶ୍ରୀ ଲୋକନାଥ ପାତ୍ର,Staff-ବିଶ୍ୱଜିତ ମହାପାତ୍ର,ଶେଖ ୱାରିସ, ସଂଜୀବ ହସ୍ତୀ ପ୍ରମୁଖ ସାମିଲ ଥିଲେ.