ବ୍ରାଉନ ସୁଗାର (ହେରୋଇନ ) ଜବତ

ପୁରୀ ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶକ୍ରମେ ସାତପଡ଼ା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ରଙ୍କନିଧି ମଲ୍ଲିକ ଙ୍କ ନେତୃତ୍ୱରେ ଏକ ଟିମ ବ୍ରହ୍ମଗିରି ଥାନା ଅଧୀନ ହୁବା ସାହି, ଖଜୁରୀଆ ଚଢ଼ାଉ କରି ପ୍ରଶାନ୍ତ ବେହେରା, ବୟସ -୨୨ବର୍ଷ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରି ତାଙ୍କ ନିକଟରୁ ୭୪ ଗ୍ରାମ ବ୍ରାଉନ ସୁଗାର (ହେରୋଇନ ) ଜବତ କରି ସାତପଡ଼ା ଅବକାରୀ ଥାନା କେସ ନଂ :- ୧୧୭/୨୩-୨୪ ରେ କୋର୍ଟ ଚାଲାଣ କରି ଜାମିନ ନାମଞ୍ଜୁର ହେବାରୁ ପୁରୀ କlରାଗIରକୁ ପଠାଯାଇଛି. ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ ୭,୪୦,୦୦୦ ଟଙ୍କାରୁ ଉର୍ଦ୍ଧ ହେବ ।

Leave a Reply

Your email address will not be published. Required fields are marked *