ବୀର ଯବାନ ଦେବାଶିଷ ବିଶ୍ବାଳଙ୍କୁ ଶ୍ରଦ୍ଧାଞ୍ଜଳି-ସଞ୍ଜୟ କୁମାର ଦାସବର୍ମା

କାଶ୍ମୀରର ପୁଞ୍ଛରେ ଆତଙ୍କବାଦୀ ଆକ୍ରମଣରେ ସହୀଦ ହୋଇଥିବା ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ବାଳଙ୍କୁ ଆଜି ପୂର୍ବତନ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ତଥା ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ମୁଖ୍ୟାଳୟ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ତାଙ୍କ ପୈତୃକ ବାସଭବନ ରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ଦାସବର୍ମା ଏହି ଦୁଃଖଦ ସମୟରେ ତାଙ୍କ ପୈତୃକ ବାସଭବନ ଅଳଗୁମ ଖଣ୍ଡାୟତ ସାହିରେ ପହଞ୍ଚି ଅମର ଆତ୍ମାର ସଦଗତି କାମନା କରିବା ସହିତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *